www.samajalive.in
Saturday, December 13, 2025
21.1 C
Bhubaneswar

ଗଛକୁ ଧକ୍କା ଦେଲା ବାଇକ୍, ୨ ମୃତ

ଦଶପଲ୍ଲା : ଗଛକୁ ଏକ ବାଇକ୍ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ନଚ୍ଛିପୁରରୁ ଦଶପଲ୍ଲା ଆସିବାବେଳେ ଅନ୍ଧାରକୁଟରେ ଏହି ଦୁର୍ଘଟଣା ଘଟିଛି । ବାଇକରେ ୨ ଯୁବକ ନଚ୍ଛିପୁରରୁ ଦଶପଲ୍ଲା ଆସିବାବେଳେ ଅନ୍ଧାରକୁଟରେ ଏକ ଗଛ ସହ ବାଇକଟି ଧକ୍କା ହୋଇଥିଲା । ଏଥିରେ ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories