www.samajalive.in
Saturday, December 13, 2025
26.1 C
Bhubaneswar

ସ୍କୁଲ ନିକଟରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ନବରଙ୍ଗପୁର : ପାତ୍ରପୁଟ ଫାଣ୍ଡି କଣ୍ଟା ଗାଁ ସ୍କୁଲ ପଛ ପଟ ବୁଦା ମୂଳରୁ ଏକ ନାବାଳିକାର ମୃତଦେହ ମିଳିଛି । ସ୍ଥାନୀୟଲୋକେ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ । ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଠାବ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଆଗାମୀ ତଦନ୍ତ ଆରମ୍ଭ କରିଛି ପୁଲିସ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories