www.samajalive.in
Wednesday, December 10, 2025
18.1 C
Bhubaneswar

ଖୁବଶୀଘ୍ର ଚିଟଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା

ସମାଜ ଡିଜିଟାଲ ଡେସ୍କ: ଚିଟଫଣ୍ଡ କ୍ଷତିଗସ୍ତ ଖୁବଶୀଘ୍ର ଫେରିପାଇବେ ଟଙ୍କା। ଏନେଇ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି। ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ବିଜେପି ସଭାପତି ମନମୋହନ ସାମଲ। ଟଙ୍କା ଫେରସ୍ତ ଆନଇ ଆଇନଗତ ତର୍ଜମା କରୁଛି କମିଟି। ଆସନ୍ତାକାଲି ମୋହନ ମାଝୀ ସରକାରକୁ ୧୦୦ଦିନ ପୂରିବାକୁ ଯାଉଛି। ଏହାପୂର୍ବରୁ ସଭାପତି କହିଛନ୍ତି ମୋହନ ମାଝୀ ସରକାର ନିର୍ବାଚନ ବେଳେ ଯାହା ପ୍ରତିଶ୍ରୁତି ଦେଇଥିଲେ ତାହାକୁ ପାଳନ କରିଛନ୍ତି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories