www.samajalive.in
Monday, December 8, 2025
27.1 C
Bhubaneswar

ଓଡ଼ିଶା ଡାକ୍ତରୀ ସେବା ସଂଘର ବାର୍ଷିକ ଉତ୍ସବ

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ଵରରେ ବୁଧବାର ଓଡ଼ିଶା ଡାକ୍ତରୀ ସେବା ସଂଘ (ଓଏମଏସଏ)ର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟକ୍ରମରେ ଯୋଗଦେଇ ଉଦବୋଧନ ଦେଇଥିଲେ। ଉତ୍ସବରେ ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରମୁଖ ଯୋଗଦେଇଥିଲେ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories