www.samajalive.in
Sunday, December 14, 2025
19.1 C
Bhubaneswar

ପୁଅକୁ ଧରି ନଦୀକୁ ଡେଇଁଲା ମାଆ, ଉଭୟଙ୍କ ମୃତଦେହ ଉଦ୍ଧାର

ପିପିଲି: ପିପିଲି-ନିମାପଡ଼ା ରାସ୍ତାର ହରିପୁର ନିକଟ ଭାର୍ଗବୀ ନଦୀ ବ୍ରିଜ୍ ଉପରୁ ବୁଧବାର ଅପରାହ୍ନରେ ଜଣେ ମହିଳା ନିଜ ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁ ପଡ଼ିଥିବାବେଳେ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ମହିଳା ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁବା ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ନଦୀରେ ଖୋଜାଖୋଜି କରିଥିଲେ। ତେବେ ଘଟଣାସ୍ଥଳରୁ ଦେଢ କିଲୋମିଟର ଦୂର ସୁନାପଦା ଗ୍ରାମ ନିକଟରେ ୨ ଜଣ ଗ୍ରାମବାସୀ ଗଭୀର ନଦୀନାଳରୁ ଉଭୟଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ପିପିଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଜାରି ରଖିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories