www.samajalive.in
Sunday, December 7, 2025
14.1 C
Bhubaneswar

ରାଜଗାଙ୍ଗପୁରରେ ଲଜ୍ଜା; ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ସମାଜ ଡିଜିଟାଲ ଡେସ୍କ: ରାଜଗାଙ୍ଗପୁରରେ ଲଜ୍ଜା। କୁତ୍ରା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। କରମା ପୂଜା ଦେଖିବାକୁ ଆସିଥିବା ବେଳେ ଗଣଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ କୁତ୍ରା ଥାନାରେ ଏତଲା ଦିଆଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଏସଡିପିଓ ଅଭିଷେକ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଘଟଣାଟି ୧୬ ତାରିଖ ରାତିରେ ଘଟିଥିବା ବେଳେ ସମସ୍ତ ୩ଜଣ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖାଯାଇଛି। ଅଭିଯୁକ୍ତଙ୍କ ମଧ୍ୟରୁ ୨ଜଣ ନାବାଳିକା ଥିବା ଏସଡିପିଓ କହିଛନ୍ତି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories