www.samajalive.in
Tuesday, December 9, 2025
16.1 C
Bhubaneswar

ସବୁ ଜିଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ- ସ୍ୱାସ୍ଥ୍ୟମନ୍ତ୍ରୀ

ସମାଜ ଡିିଜିଟାଲ ଡେସ୍କ: ରାଜ୍ୟର ସବୁ ଜିଲା ମୁଖ୍ୟାଳୟରେ ଖୋଲିବ ମେଡିକାଲ କଲେଜ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ର୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମନ୍ତ୍ରୀ କହିଛନ୍ତି ବର୍ତ୍ତମାନ ରାଜ୍ୟରେ ୧୧ଟି ମେଡିକାଲ କଲେଜ ଥିବାବେଳେ ଖୁବଶୀଘ୍ର ତାଳଚେର ଓ କନ୍ଧମାଳରେ ମେଡିକାଲ କଲେଜ ହେବ। ଏଥିପାଇଁ କାମ ଆରମ୍ଭ ହୋଇଛି। ମେଡିକାଲ କଲେଜରେ ଅଧ୍ୟାପକଙ୍କ ସଂଖ୍ୟା କମ୍‌‌ ଥିବାବେଳେ ସ୍ୱାସ୍ଥ୍ୟ ବିଭାଗ ଏନେଇ ବ୍ୟବସ୍ଥା କରୁଥିବା ମନ୍ତ୍ରୀ କହିଛନ୍ତି। ତେବେ ଅବସରପ୍ରାପ୍ତ ଅଧ୍ୟାପକମାନେ ପାଠ ପଢାଇବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଏହାସହିତ ଦେଶ ବାହାରର ବିଭିନ୍ନ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଅନଲାଇନରେ ପାଠ ପଢାଇବେ।

Hot this week

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

Related Articles

Popular Categories