www.samajalive.in
Saturday, December 6, 2025
15.1 C
Bhubaneswar

ହଂସପାଳ ଛକରେ ଓଲଟିଲା ଚାଉଳ ବୋଝେଇ ଟ୍ରକ

ଭୁବନେଶ୍ୱର : ୧୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ହଂସପାଳ ଛକ ପୂର୍ବରୁ ଏକ ଚାଉଳ ବୋଝେଇ ଟ୍ରକ ଓଲଟି ପଡି ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଟ୍ରକ ଚାଳକ । ସେ ଆହତ ହୋଇଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ପଶ୍ଚିମବଙ୍ଗର ରେଜିଷ୍ଟ୍ରେସନ୍‌ ଥିବା ଏହି ଟ୍ରକର ନମ୍ବର ଡବ୍ଲ୍ୟୁ ବି ୧୯ଏମ୦୩୨୭ । ଟ୍ରକରେ ପ୍ରାୟ ୮୦୦ ବସ୍ତା ଚାଉଳ ବୋଝେଇ ହୋଇ ରହିଥିଲା । ଟ୍ରକଟି କଟକରୁ ଭୁବନେଶ୍ୱର ଆଡେ ଆସୁଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଛି ।

ମାତ୍ର ୫୦ ଟଙ୍କା : ଜିଓ ଦେଉଛି ମାଗଣା ରିଚାର୍ଜ, ବର୍ଷଯାକ ମିଳିବ ଅସୀମିତ ଡାଟା ସହ ଏସବୁ ସୁବିଧା..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories