www.samajalive.in
Sunday, December 7, 2025
14.1 C
Bhubaneswar

୧୦୦ ଦିନରେ କେବଳ କିଛି ରଙ୍ଗ ବଦଳିଛି: ଦେବାଶିଷ

କଟକ: ଓଡ଼ିଶାରେ ୧୦୦ ଦିନରେ ବିଜେପି ସରକାର ପହଁଚିଛି । ଯାହାକୁ ନେଇ ଆଜି ପୁରୀରେ ଶହେ ଦିନ ପୂର୍ତ୍ତି ଅବସରରେ ଏକ ବିଶାଳ ସମାବେଶରେ ଆୟୋଜନ କରିଛି ବିଜେପି। ଅନ୍ୟପଟେ  ସରକାରର  ୧୦୦ ଦିନକୁ ଟାର୍ଗେଟ କରିଛନ୍ତି ବିଜେଡି ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ତାଙ୍କ ମତରେ ଓଡିଶାରେ ବିଜେପି ସରକାରର ଏହି ଶହେ ଦିନରେ କିଛି ଖାସ୍ ପରିବର୍ତ୍ତନ ହୋଇନି । ନବୀନ ବାବୁ ଯେଉଁ ବିକାଶ କରିଥିଲେ ସେଥିରେ  କେବଳ ନୂଆ ସରକାର ରଙ୍ଗ ବଦଳାଇଛି ବୋଲି ଦେବାଶିଷ କହିଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories