Patra electronics

ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବାଲେଶ୍ୱର : ବାଲେଶ୍ୱର ଜିଲାର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍‌‌ ଭି ହରିହର ରାଓଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌‌। ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ଚଢାଉ ହୋଇଛି। କୁକୁଡାପଦା ସ୍ଥିତ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଚଢାଉ ହୋଇଛି। ଭୁବନେଶ୍ୱର, ବାଲେଶ୍ୱର ଓ ବ୍ରହ୍ମପୁରରେ ଏକକାଳୀନ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍‌‌।

Comments are closed.