www.samajalive.in
Monday, December 8, 2025
20.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ଶାରଳା ପୁରସ୍କାର.. ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ପାଇବେ ଶାରଳା ପୁରସ୍କାର..

ଯାତ୍ରା ମଞ୍ଚରେ ପ୍ରଭୁ ଜଗନ୍ନାଥଙ୍କ ପ୍ରତିମାକୁ ଅସମ୍ମାନ.. ଖଳନାୟକ କାହ୍ନାଙ୍କ ନାଁରେ ମାମଲା..

- Advertisement -

ନୋଏଡା ଜଗନ୍ନାଥ ମନ୍ଦିରର ପ୍ରାଣପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା.. ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ଲେଫ୍ଟନାଣ୍ଟ ଜେନେରାଲ ପି.ଏସ ଶେଖାଓ୍ବତ..

ଭାରତ ପେ’ ଠକେଇ, ଅଶ୍ନୀର ଗ୍ରୋଭରଙ୍କ ଶଡୁ ଗିରଫ..

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା.. କହିଲେ ଘଟଣାକୁ ନେଇ ସରକାର ସଚେତନ ଅଛନ୍ତି.. ଖୁବଶୀଘ୍ର ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ.. ଘଟଣାକୁ ଗୁରୁତ୍ବର ସହ ନିଆଯାଇ କ୍ରାଇମବ୍ରାଞ୍ଚକୁ ତଦନ୍ତ ଦିଆଯାଇଛି..

ମେଜର ଓ ତାଙ୍କ ବାନ୍ଧବୀକୁ ଦୁର୍ବ୍ୟବହାର ଘଟଣା.. ଧରାପଡିଲେ ୭ ରୋଡ୍‌ ରୋମିଓ..

ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାକୁ କଡା ନିନ୍ଦା କରିଛି ବିଜେଡି.. ସେଦିନ ଏଏସଓଙ୍କ ପତ୍ନୀ କାନ୍ଦିଥିଲେ ଏବଂ ଆଜି ମେଜରଙ୍କ ବାନ୍ଧବୀ ଅଙ୍କିତା କାନ୍ଦୁଛନ୍ତି.. ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ.. ଥାନା ଭିତରେ ମେଜରଙ୍କ ବାନ୍ଧବୀଙ୍କୁ ମାଡ ମାରିବା କଣ ଓଡ଼ିଆ ଅସ୍ମିତା ବୋଲି ପ୍ରଶ୍ନ କଲା ବିଜେଡି..

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ ଚ୍ୟାନେଲ ହ୍ୟାକ୍ କଲେ ସାଇବର ଅପରାଧୀ.. ଚାଲିଲା କ୍ରିପ୍ଟୋକରେନ୍ସି ବିଜ୍ଞାପନ..

ଭରତପୁର ଥାନାରେ ମହିଳା କମିଶନ ଅଧ୍ୟକ୍ଷା.. ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରା ପହଞ୍ଚିଲେ.. ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ପହଞ୍ଚିଲେ.. ସେଦିନର ଘଟଣା ନେଇ ଥାନାରେ ପଚରାଉଚରା କଲେ..

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories