www.samajalive.in
Saturday, December 6, 2025
23.1 C
Bhubaneswar

ଥାନାରେ ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର; ତଦନ୍ତରେ କୌଣସି ପକ୍ଷପାତିତା କରାଯିବ ନାହିଁ

ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନରେ ନିର୍ଯାତନା ଘଟଣାରେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ସଂପୃକ୍ତ ପୁଲିସ ଅଧିକାରୀଙ୍କୁ ଖାଲି ନିଲମ୍ବନ ନା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ତାହାକୁ ନେଇ ସବୁଠି ପ୍ରଶ୍ନ ଉଠିଛି। ଘଟଣା ନେଇ କ୍ରାଇମବ୍ରାଞ୍ଚ ଡିଏସପି ନରେନ୍ଦ୍ର ବେହେରା କହିଛନ୍ତି ଯେ ତଦନ୍ତରେ କୌଣସି ପକ୍ଷପାତିତା କରାଯିବ ନାହିଁ। ସେପଟେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ରାତି ତମମା ଜେରା କରିଛି କ୍ରାଇମବ୍ରାଞ୍ଚ। ପଚରାଉଚରା ବେଳେ ସମସ୍ତ ତଥ୍ୟର ତର୍ଜମା ଚାଲିଛି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories