www.samajalive.in
Tuesday, December 9, 2025
17.1 C
Bhubaneswar

୭ ରୋଡ୍ ରୋମିଓଙ୍କୁ ନେଇ କ୍ରାଇମ୍ ସିନ୍ ରିକ୍ରିଏସନ୍ କଲା ପୁଲିସ୍

ଭୁବନେଶ୍ଵର: ମେଜର ଏବଂ ବାନ୍ଧବୀଙ୍କୁ ରୋଡ୍ ରୋମିଓ ଦୁର୍ବ୍ୟବହାର କରିବା ଘଟଣା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଆଜି ୭ ଯୁବକଙ୍କୁ ନେଇ ଚନ୍ଦକା ପୁଲିସ୍  ସୁନ୍ଦରପୁରରେ ସିନ୍ ରିକ୍ରିଏସନ୍ କରିଛି। ପୁଲିସ୍ ଘଟଣାରେ ଫେରାର୍ ଥିବା ଆଉ ୩ରୁ ୪ ଯୁବକଙ୍କୁ ଖୋଜୁଛି। ଶୁକ୍ରବାର ଭାଇରାଲ ହୋଇଥିବା ଭିଡିଓକୁ ଆଧାର କରି ପୁଲିସ୍ ୭ ଯୁବକଙ୍କୁ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି।

ସେପଟେ କ୍ରାଇମବ୍ରାଞ୍ଚ ଏହି  ଘଟଣାରେ ତଦନ୍ତ କରୁଛି । ଘଟଣାକୁ ନେଇ କ୍ରାଇମବ୍ରାଞ୍ଚ ଡିଏସପି ନରେନ୍ଦ୍ର ବେହେରା କହିଛନ୍ତି ଯେ ତଦନ୍ତରେ କୌଣସି ପକ୍ଷପାତିତା କରାଯିବ ନାହିଁ।  ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ରାତି ତମମା ଜେରା କରୁଛି କ୍ରାଇମବ୍ରାଞ୍ଚ। ପଚରାଉଚରା ବେଳେ ସମସ୍ତ ତଥ୍ୟର ତର୍ଜମା ଚାଲିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories