www.samajalive.in
Sunday, December 7, 2025
14.1 C
Bhubaneswar

ଲୁହାପଥର ବୋଝେଇ ଟ୍ରକ୍ ଅଟକାଇ ଚାଳକଙ୍କୁ ନିସ୍ତୁକ ମାଡ

ବାସୁଦେବପୁର : ବାସୁଦେବପୁର ବେତଡା ବଜାରରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ହଠାତ୍ କିଛି ଅସାମାଜିକ ଯୁବକ ଏକ ଲୁହାପଥର ବୋଝେଇ ଟ୍ରକକୁ ଅଟକାଇ ଚାଳକଙ୍କୁ ନିସ୍ତୁକ ମାଡ ମାରିଥିବା ଦେଖିବାକୁ ମିଳିଛି। ଏବଂ ଟ୍ରକ୍ ଚାଳକଙ୍କଠାରୁ ଚାବି ସହ ଟଙ୍କା ଲୁଟି ନେଇଛନ୍ତି। ଏହାର ପ୍ରତିବାଦରେ ଚାଳକ ଜଣ ରାସ୍ତାରେ ଗାଡ଼ି ଠିଆ କରାଇଥିଲେ। ଫଳରେ ବେତଡା ଠାରୁ ଜାମୁଝାଡ଼ି ପର୍ଯ୍ୟନ୍ତ ରାସ୍ତାରେ ଟ୍ରକର ଲମ୍ବା ଧାଡି ଦେଖିବାକୁ ମିଳିଛି। ପରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଜଣେ ଅସାମାଜିକ ଯୁବକକୁ ଧରିଛି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories