www.samajalive.in
Monday, December 8, 2025
20.1 C
Bhubaneswar

ଅଙ୍ଗନଓ୍ବାଡି କର୍ମୀଙ୍କୁ ମାଡ଼ ଘଟଣାରେ ୩ ମହିଳା ଗିରଫ

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ଵର ଜିଲା ସିଂଲା ଥାନା ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ମାଡ଼ ମରାଯିବା ଘଟଣାରେ ୩ ମହିଳାଙ୍କୁ ରବିବାର ଗିରଫ କରିଛି ପୁଲିସ। ମହିଳାଙ୍କୁ ମାଡ଼ ମରାଯିବର ଭିଡିଓ ପ୍ରଘଟ ହେବା ପରେ ଘଟଣା ସାମ୍ନାକୁ ଆସିଥିଲା। ସୁଭଦ୍ରା ଯୋଜନା ପାଇଁ କାମ ନ କରିବାକୁ ଧମକ ଦେଇ କିଛି ଗ୍ରାମବାସୀ ଉର୍ମିଳାଙ୍କୁ ଗଛରେ ବାନ୍ଧି ମାଡ଼ ମାରିଥିଲେ। ଏହା ଜଣାପଡ଼ିବା ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉର୍ମିଳାଙ୍କ ସହିତ କଥା ହୋଇଥିଲେ। ଘଟଣା ସମ୍ପର୍କରେ ଥାନାରେ ଅଭିଯୋଗ ହେବା ପରେ ପୁଲିସ ୩ ମହିଳାଙ୍କୁ ଗିରଫ କରିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories