www.samajalive.in
Monday, December 15, 2025
24.1 C
Bhubaneswar

ପ୍ରତ୍ୟାଶା ରାୟ ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର: ପ୍ରତ୍ୟାଶା ରାୟ ପାଇବେ ଏକଲବ୍ୟ ପୁରସ୍କାର । ସନ୍ତରଣକାରୀ ପ୍ରତ୍ୟାଶା ରାୟ ୨୦୨୪ ମସିହାର ସମ୍ମାନଜନକ ଏଲଲବ୍ୟ ପୁରସ୍କାର ପାଇବା ପାଇଁ ବିବେଚିତ ହୋଇଛନ୍ତି । ଏକଲବ୍ୟ ପୁରସ୍କାର ଜୁରି କମିଟି ବୈଠକରେ ସର୍ବସମ୍ମତି କ୍ରମେ ତାଙ୍କୁ ୩୨ ତମ ଏକଲବ୍ୟ ପୁରସ୍କାର ବିଜେତା ଘୋଷଣା କରାଯାଇଛି । ଏହା ସହ ତାଙ୍କୁ ୭ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ । ପ୍ରତ୍ୟାଶାଙ୍କ ସହ ଜାତୀୟ ଓ ଅର୍ନ୍ତଜାତୀୟ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଧାବକ ଦଣ୍ଡପତି ମୃତ୍ୟୁମ୍ ଜୟରାମ ଓ ବ୍ୟାଡମିଣ୍ଟନ୍ ଖେଳାଳୀ ତନ୍ୱୀ ପତ୍ରୀଙ୍କୁ ଦେଢ ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ ।

ଭାରତ ଜିତିଲା ପ୍ରଥମ ଟେଷ୍ଟ

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories