ପୁରୀରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, ୩ ଆହତ

ପୁରୀ: ପୁରୀରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ୩ ଜଣ ଆହତ ହେବା ସହ ଜଣେ ଗୁରୁତର ହୋଇଛନ୍ତି । ଟାଉନ ଥାନା ଗାଣ୍ଡୁଆଚଉରା ଛକରେ ୨ ଗୋଷ୍ଠୀ ମଧ୍ୟରେ ସାମାନ୍ୟ ବଚସାକୁ ନେଇ ଶେଷରେ ପରସ୍ପରକୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରିଛନ୍ତି । ଘଟଣାରେ ଉଭୟ ପକ୍ଷରୁ ୩ ଜଣ ଆହତ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପଚରାଉଚରା କରୁଛି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଇରାନର ଏକ କୋଇଲା ଖଣିରେ ବିସ୍ଫୋରଣ: ୫୧ ମୃତ, ୨୦ ଆହତ

Comments are closed.