www.samajalive.in
Thursday, December 11, 2025
26.1 C
Bhubaneswar

ଚୀନ୍‌ କୋଇଲା ଖଣି ଦୁର୍ଘଟଣାରେ ୨୧ମୃତ

ବେଜିଂ: ଉତ୍ତର-ପଶ୍ଚିମ ଚୀନ୍‌ର ସାନ୍‌ଜୀ ପ୍ରଦେଶରେ କୋଇଲା ଖଣି ଭୁଶୁଡ଼ି ୨୧ଜଣଙ୍କର ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ ଥିବା ବାଇଜି କମ୍ପାନୀ ପରିଚାଳିତ ଲିଜିଆଗୋ କୋଇଲା ଖଣିରେ ରବିବାର ଭୋର୍‌ ସମୟରେ ଏହି ଦୁର୍ଘଟଣା ଘଟିଛି। ଖଣି ଭିତରେ ମୋଟ ୮୭ ଶ୍ରମିକ ଥିଲାବେଳେ ଅନ୍ୟମାନଙ୍କୁ ଉଦ୍ଧାର କରାଯାଇଛି। ଚୀନ୍‌ରେ କୋଇଲା ଖଣି ଖନନ ଅତ୍ୟନ୍ତ ଅସୁରକ୍ଷିତ ହୋଇଥିବାବେଳେ ସାନ୍‌ଡଙ୍ଗ ଓ ହେନାନ ପ୍ରଦେଶରେ ସର୍ବାଧିକ ଦୁର୍ଘଟଣା ଘଟୁଥିବା ପ୍ରକାଶ।

Hot this week

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

Related Articles

Popular Categories