www.samajalive.in
Sunday, December 7, 2025
14.1 C
Bhubaneswar

ଦେଖନ୍ତୁ ଭିଡିଓ; ବିରୂପା ବ୍ୟାରେଜରେ ଯୁବକ ନିଖୋଜ, ଖୋଜାଖୋଜି ଜାରି..

କଟକ: ଚୌଦ୍ୱାର ବିରୂପା ବ୍ୟାରେଜରେ ସୋମବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ନିଖୋଜ ଯୁବକଙ୍କ ନାମ ପ୍ରଦୀପ ଦାସ। ବୟସ ୧୮ । ବ୍ୟାରେଜ ନିକଟରେ ଗାଧୋଇବା ସମୟରେ ବଢି ପାଣିରେ ନିଖୋଜ ହୋଇଛନ୍ତି କି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ତାହା ଏଯାବତ ସ୍ପଷ୍ଟ ହୋଇନାହିଁ। ଖବର ପାଇ ଅଗ୍ନିଶମ ଟିମ ଘଟଣା ସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି । ବ୍ରିଜ ଉପରେ ଗୋଟିଏ ସାଇକେଲ ଓ ସ୍କୁଲ ବ୍ୟାଗ ରହିଥିବା ନେଇ ଅଗ୍ନିଶମ ଟିମ ସ୍ପଷ୍ଟ କରିଛି।

ଅଟୋ ଚାଳକଙ୍କ ଏମିତି ଭଡା ନେବା ଶୈଳୀକୁ ପ୍ରଶଂସା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories