www.samajalive.in
Monday, December 8, 2025
27.1 C
Bhubaneswar

କଟକରେ ନକଲି କ୍ଷୀର କମ୍ପାନୀରେ ଚଢାଉ

କଟକ : କଟକରେ ନକଲି ସସ୍‌, ହଳଦୀ ଗୁଣ୍ଡ, ଜର୍ଦା, ଘିଅ ଆଦି ଠାବ ହେବା ପରେ ବର୍ତ୍ତମାନ ତାଲିକାରେ ସାମିଲ ହୋଇଛି ନକଲି କ୍ଷୀର । କଟକ ଜଗତପୁର ଥାନା ଆତୋଡା ଛକରେ ଥିବା ନକଲି କ୍ଷୀର କମ୍ପାନୀରେ ସୋମବାର ଚଢାଉ ହୋଇଛି । କମିଶନରେଟ୍‌ ପୁଲିସର ଏକ ଦଳ କୁଇଣ୍ଟାଲ କୁଇଣ୍ଟାଲ ଅପମିଶ୍ରିତ କ୍ଷୀର ଜବତ କରିଛି । ଅପମିଶ୍ରଣ କ୍ଷୀରରେ ରାସାୟନିକ ଗୁଣ୍ଡ ମିଶୁଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଅପମିଶ୍ରଣ ଅଭିଯୋଗରେ ପୁଲିସ ଓ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଏହି ଚଢାଉ କରାଯାଇଛି । କମ୍ପାନୀକୁ ସିଲ୍‌ କରାଯାଇ ପରୀକ୍ଷା ପାଇଁ କ୍ଷୀର ସାମ୍ପଲକୁ ପଠାଯାଇଛି। ମାଲିକଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଛି ।

ଅଟୋ ଚାଳକଙ୍କ ଏମିତି ଭଡା ନେବା ଶୈଳୀକୁ ପ୍ରଶଂସା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ..

ଦେଖନ୍ତୁ ଭିଡିଓ; ବିରୂପା ବ୍ୟାରେଜରେ ଯୁବକ ନିଖୋଜ, ଖୋଜାଖୋଜି ଜାରି..

- Advertisement -

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories