www.samajalive.in
Sunday, December 14, 2025
23.1 C
Bhubaneswar

ଡକ୍ଟର ହରିନୀ ଅମରସୁରୀୟା ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ

ଡେସ୍କ: ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଭାବେ ନ୍ୟାସନାଲ ପିପୁଲ୍ସ ପାୱାରର ସାଂସଦ ଡକ୍ଟର ହରିନୀ ଅମରସୁରୀୟା ଆଜି ଶପଥ ଗ୍ରହଣ କରିଛନ୍ତି। ଆଜି ରାଷ୍ଟ୍ରପତି ସଚିବାଳୟରେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକେଙ୍କ ଉପସ୍ଥିତିରେ ଶପଥ ଗ୍ରହଣ କରିଛନ୍ତି। ନିର୍ବାଚନର ଗୋଟିଏ ଦିନ ପରେ ଗତକାଲି ଶ୍ରୀ ଦିସାନାୟକେ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଥିଲେ। ନ୍ୟାସନାଲ ପିପୁଲ୍ସ ପାୱାର ସାଂସଦ ବିଜିଥ ହେରାଥ ଏବଂ ଲକ୍ଷ୍ମଣ ନିପୁନ ଆରାଚି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories