www.samajalive.in
Sunday, December 14, 2025
16.1 C
Bhubaneswar

ଦାଦନ ଖଟିବାକୁ ଯାଇ ଯୁବକ ମୃତ, ହତ୍ୟା ଅଭିଯୋଗ ଆଣିଲେ ଗ୍ରାମବାସୀ

ନର୍ଲା : କଳାହାଣ୍ଡି ଜିଲାର ନର୍ଲା ବ୍ଲକ ଅନ୍ତର୍ଗତ ଭାନପୁର ଗ୍ରାମରେ ବସବାସ କରୁଥିବା ଯୁବକ କପିଳାସ କଟା ବର୍ଷବର୍ଷ ଧରି ଗୁଜୁରାଟର ରାଜକୋଟରେ ଦାଦନ ଖଟୁଥିଲେ । ହେଲେ ହଠାତ ତାଙ୍କର ମୃତ୍ୟୁ ଖବର ଆସି ଗତକାଲି ପହଞ୍ଚିଥିଲା । ଏହା ଜଣାପଡିବା ପରେ ଅଞ୍ଚଳରେ ଶୋକରେ ଛାୟା ଖେଳିଯାଇଛି । ତାଙ୍କ ମୃତଦେହକୁ ଆମ୍ବୁଲାନ୍ସ ସାହାଯ୍ୟରେ ନିଜ ବାସ ସ୍ଥାନକୁ ଅଣାଯାଉଛି । ମୃତ ଦାଦନର ପତ୍ନୀ ଓ ୨ଟି ସନ୍ତାନ ଘରେ ଅଛନ୍ତି। କପିଳାସକୁ ହତ୍ୟା କରାଯିବାପରେ ବେକରେ ଦଉଡି ବାନ୍ଧି ଘରେ ଝୁଲାଇ ଦିଆଯାଇଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି । ବୁଧବାର ସକାଳେ ତାଙ୍କର ମୃତଦେହ ଗାଁରେ ପହଞ୍ଚିବ ବୋଲି ଜଣାପଡିଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories