www.samajalive.in
Saturday, December 13, 2025
26.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ

କଳାବାଡିଆ : ୪୯ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ଓଭର ର୍ବ୍ରିଜ୍ ନିକଟରେ ଟ୍ରକ ସହ ସ୍କୁଟି ଧକ୍କା ହୋଇଥିଲା।  ଟ୍ରକ ଓ ସ୍କୁଟି ମଧ୍ୟରେ ଦୁର୍ଘଟଣା ଘଟି ଦୁଇଜଣଙ୍କ ଜୀବନ ଚାଲିଯାଇଛି। ମୃତକ ଦୁଇଜଣ ହେଲେ ଚନ୍ଦନପୁର ଗ୍ରାମର ବାବୁଲୁ ବେହେରା ଓ ରବି ବେହେରା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସେପଟେ ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଟ୍ରକଟି ଝାରପୋଖରିଆ ଥାନା ଆଡୁ ଦୁଆରଶୁଣି ଘାଟିକୁ ଯାଉଥିବା ବେଳେ ସ୍କୁଟି ସହ ଦୁର୍ଘଟଣା ଘଟିଛି । ସ୍କୁଟିଟି ଉପରେ ଟ୍ରକ ଚାପି ଯାଇ ୩୦ଫୁଟ ଦୂରକୁ ଘୋଷାଡି ନେଇଥିଲା ଏବଂ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories