www.samajalive.in
Sunday, December 7, 2025
26.1 C
Bhubaneswar

ଭରତପୁର ଥାନାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍ : ଆଜି ଗ୍ରାଉଣ୍ଡ ଜିରୋରୁ ତନାଘନା

ଭୁବନେଶ୍ଵର: ଭରତପୁର ଥାନା ମାମଲାରେ ତଦନ୍ତକୁ ଜୋରଦାର କରୁଛି କ୍ରାଇମବ୍ରାଞ୍ଚ। ବିଭିନ୍ନ ଦିଗକୁ ନେଇ ତଦନ୍ତ ଆଗକୁ ବଢୁଛି। ଆଜି ଗ୍ରାଉଣ୍ଡ ଜିରୋରେ ପହଞ୍ଚି ତନାଘନା କରିବ କ୍ରାଇମବ୍ରାଞ୍ଚ ଟିମ୍। ସକାଳୁ ଟିମ୍ ଯାଇ ଭରତପୁର ଥାନାରେ ପହଞ୍ଚିଛି। ପୀଡିତାଙ୍କ ଅଭିଯୋଗ ଆଧାରରେ ତଦନ୍ତ ପାଇଁ ଆଜି ସକାଳୁ କ୍ରାଇମବ୍ରାଞ୍ଚ ଟିମ୍ ଯାଇ ଗରତପୁର ଥାନାରେ ପହଞ୍ଚିଛି। ସେଦିନ ରାତିରେ କଣ ସବୁ ଘଟିଥିଲା , ତାହା ଅନୁଧ୍ୟାନ କରାଯିବ। ଭରତପୁର ଥାନା ଓ ପଥର ଗାଡିଆ ଯିବ କ୍ରାଇମବ୍ରାଞ୍ଚର ଏହି ଟିମ୍ । ପଥରଗାଡିଆ ରାସ୍ତାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ସହ କିଛି ରୋଡ୍ ରୋମିଓ ଯୁକ୍ତିତର୍କ କରିଥିଲେ। ସେହିପରି ଭରତପୁର ଥାନାରେ ସେମାନଙ୍କୁ ନିର୍ଯ୍ୟାତନା ଦିଆଯାଇଥିବା ଅଭିଯୋଗ ହୋଇଥିଲା।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories