www.samajalive.in
Monday, December 8, 2025
27.1 C
Bhubaneswar

ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା

ସମାଜ ଡିଜିଟାଲ ଡେସ୍କ: ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ବିଜେପି ସଭାପତି ମନମୋହନ ସାମଲ। ଦିନ ସାଢେ ୧୧ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଦଳୀୟ କାର୍ଯ୍ୟାଳୟରେ ସାଂସଦ, ବିଧାୟକ ଓ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଦଳୀୟ ସଦସ୍ୟତା ଅଭିଯାନ ନେଇ ପରାମର୍ଶ ଦେବେ। ଏହାପରେ ପୁରୀ ଜିଲାର ସୁଆଣ୍ଡୋ ଗସ୍ତ ନେଇ କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories