www.samajalive.in
Sunday, December 7, 2025
14.1 C
Bhubaneswar

ଶଙ୍ଖ ଭବନରେ ନବୀନ, ନୂଆପଡା ଜିଲାର କଲେ ସମୀକ୍ଷା

ସମାଜ ଡିଜିଟାଲ ଡେସ୍କ: ନୂଆପଡା ଜିଲାର ସମୀକ୍ଷା କରି ଦଳୀୟ କର୍ମୀଙ୍କ ସହ ଆଲୋଚନା କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ଆଜି ଶଙ୍ଖ ଭବନରେ ପହଞ୍ଚି ନୂଆପଡା ଜିଲାର ନିର୍ବାଚିତ ପ୍ରତିନିଧି ଓ ଦଳୀୟ ପଦାଧିକାରୀଙ୍କ ସହିତ ସଂଗଠନ ଓ ଦଳର ସ୍ଥିତି ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି। ଦଳକୁ ଆହୁରି ମଜବୁତ କରିବା ଏହି ସମୀକ୍ଷା ବୈଠକର ମୂଳ ଲକ୍ଷ୍ୟ ବୋଲି କୁହାଯାଇଛି। ୨୪ବର୍ଷରେ ଅନେକ ଲୋକାଭିମୁଖୀ କାମ ସତ୍ୱେ ନିର୍ବାଚନରେ ଦଳ କାହିଁକି ପରାଜିତ ହେଲା, ତାହାର କାରଣ ଖୋଜା ଚାଲିଛି। ଏହାସହିତ ଲୋକଙ୍କୁ ନବୀନ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ କରାଇବା ନେଇ ଆଲୋଚନା ହୋଇଥିବା ସୂଚନା ମିଳିଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories