www.samajalive.in
Monday, December 8, 2025
27.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଲଘୁଚାପ ସୃଷ୍ଟି : ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ, ଆସନ୍ତା ୩ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା..

ଦୀର୍ଘ ୧୮ ବର୍ଷ ପରେ ଏହି ଯୋଗ : ଜାଣନ୍ତୁ ୧୨ ରାଶି ଉପରେ ପ୍ରଭାବ, ମିଳିବ ଧନ, ଚମକିବ ଭାଗ୍ୟ..

- Advertisement -

‘ସୁଭଦ୍ରା’ ଯୋଜନାରେ ୯୨ ଲକ୍ଷ ଆବେଦନ କରି ସାରିଲେଣି.. ଆଉ ଏକ ସପ୍ତାହ ମଧ୍ୟରେ ଆବେଦନ ୧ କୋଟି ଛୁଇଁଯିବ.. କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା..

ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍‌‌ ଟେଷ୍ଟ.. ପଲିଗ୍ରାଫ୍‌‌ ଟେଷ୍ଟ ପାଇଁ ଭୁବନେଶ୍ୱର ଏସଡିଜେଏମ କୋର୍ଟ ଦେଲେ ଅନୁମତି..

ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା.. ସୂଚନା ଦେଲେ ବିଜେପି ସଭାପତି ମନମୋହନ ସାମଲ..

 

ରାଉରକେଲାରେ ପୁଣି ଜଣେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ.. ରଘୁନାଥପାଲି ଥାନା ନିକଟ ଏକ ରେଷ୍ଟୁରାଣ୍ଟରେ ଗଣଦୁଷ୍କର୍ମ.. ତିନି ଦିନ ତଳେ ଗଣଦୁଷ୍କର୍ମର ଶିକାର ହୋଇଥିଲେ ଦୁଇ ନାବାଳିକା..

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories