www.samajalive.in
Sunday, December 14, 2025
26.1 C
Bhubaneswar

ସ୍ୱଚ୍ଛତା ହିଁ ସେବା ଓ ବୃକ୍ଷ ରୋପଣ ଅନୁଷ୍ଟିତ

ଜି ଉଦୟଗିରି: ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନ୍ତର୍ଗତ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ସମ୍ପଦ କେନ୍ଦ୍ର ନିକଟରେ କରାଯାଇଛି। ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଭିନ୍ନ ଛାଇ ପ୍ରଦାନକାରୀ ବୃକ୍ଷ ଏବଂ ଫଳ ପ୍ରଦାନକାରୀ ବୃକ୍ଷ ରୋପଣ କରାଯାଇଛି। କାର୍ଯ୍ୟକ୍ରମରେ ପରିଷଦ ଅଧ୍ୟକ୍ଷା ଦେବସ୍ମିତା ଶତପଥୀ ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘ୍, କାର୍ଯ୍ୟନିର୍ବାହୀ ଅଧିକାରୀ ଇତିଶ୍ରୀ ଷଡ଼ଙ୍ଗୀ, କାଉନସିଲର ସିଦ୍ଧେଶ୍ଵରୀ ନାୟକ, ନନ୍ଦିତା ପ୍ରଧାନ, ସମସ୍ତ ଅଫିସ୍ ଷ୍ଟାଫ୍, ସ୍ୱଚ୍ଛ ସାଥି, ସ୍ୱଚ୍ଛ କର୍ମୀ, ଟିଆରପି, ମିଶନ ଶକ୍ତି ଗ୍ରୁପ୍ ସଦସ୍ୟା, ବୁଦ୍ଧିଜୀବି ଉପସ୍ଥିତ ଥିଲେ ଏବଂ ବୃକ୍ଷରୋପଣ କରିଥିଲେ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories