www.samajalive.in
Monday, December 15, 2025
17.1 C
Bhubaneswar

ଅଇଁଠାପାଲି ଛକରେ ଦୁର୍ଘଟଣା: ଜଣେ ମୃତ

ସମ୍ବଲପୁର: ସ୍ଥାନୀୟ ଅଇଁଠାପାଲି ଛକଠାରେ ସଡକ ଦୁର୍ଘଟଣାରେ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି । ବୁଧବାର ପ୍ରାତଃ ସମୟରେ ଏକ ଅଜଣା ଗାଡି ପଛ ପଟରୁ ଜଣେ ଯୁବକଙ୍କୁ ଧକ୍କା ଦେଇ ଫେରାର ମାରିଥିଲା । ଏଣୁ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଯାଇଛି । ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବୁର୍ଲା ଭିମସାରକୁ ପଠାଇଛି । ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ କିଭଳି ପରିସ୍ଥିତି ଏବଂ କେଉଁ ଗାଡି ଦୁର୍ଘଟଣା ଘଟାଇ ଫେରାର ମାରିଛି ଆଦି ବିଷୟ ଉପରେ ଅଇଁଠାପାଲି ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories