www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀ ମୋଦୀଙ୍କ ପୁଣେ ଗସ୍ତ ବାତିଲ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୁଣେ ଗସ୍ତ ବାତିଲ ହୋଇଛି। ମହାରାଷ୍ଟ୍ରରେ ପ୍ରବଳ ବର୍ଷା କାରଣରୁ କାର୍ଯ୍ୟକ୍ରମ ବାତିଲ କରିବାକୁ ପଡ଼ିଛି। ମହାରାଷ୍ଟ୍ରର ଅନେକ ସହରରେ ପ୍ରବଳ ବର୍ଷା ଯୋଗୁ ସ୍ଥିତି ଚିନ୍ତାଜନକ ହୋଇପଡ଼ିଛି। ରାସ୍ତାରେ ପାଣି ଭରି ରହିଥିବାରୁ ଜନଜୀବନ ପ୍ରଭାବିତ ହୋଇଛି। ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ଗୁରୁବାର ରାଜ୍ୟ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ସେଠାରେ ସେ ପୁଣେ ମେଟ୍ରୋ ଟ୍ରେନର ଶୁଭାରମ୍ଭ କରିବା ସହିତ ୨୨, ୬୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିବାର କାର୍ଯ୍ୟକ୍ରମ ଥିଲା। ତେବେ ବର୍ଷା ବିତ୍ପାତକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କୁ ଯାତ୍ରା ବାତିଲ କରାଯାଇଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories