www.samajalive.in
Monday, December 8, 2025
24.1 C
Bhubaneswar

ଶଙ୍ଖ ଭବନରେ ଢେଙ୍କାନାଳ ଓ କନ୍ଧମାଳ ଜିଲାର ସମୀକ୍ଷା ବୈଠକ

ସମାଜ ଡିଜିଟାଲ ଡେସ୍କ: ଶଙ୍ଖ ଭବନରେ ଢେଙ୍କାନାଳ ଓ କନ୍ଧମାଳ ଜିଲାର ସମୀକ୍ଷା ବୈଠକ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ନିର୍ବାଚିତ ପ୍ରତିନିଧି ଓ ଦଳୀୟ ପଦାଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ସଂଗଠନ ଓ ଦଳର ସ୍ଥିତି ନେଇ ଆଲୋଚନା ହେଉଥିବା ସୂଚନା ମିଳିଛି। ଏହି ଦୁଇ ଜିଲାରେ ଦଳକୁ ଆହୁରି କିପରି ମଜବୁତ କରିପାରିବେ ସେନେଇ ସମୀକ୍ଷା ବୈଠକର ମୂଳ ଲକ୍ଷ୍ୟ ରହିଛି। ବିଜେଡି ୨୪ବର୍ଷ ଶାସନରେ ରହି ସବୁ ବର୍ଗର ଲୋକଙ୍କ ପାଇଁ କରିଥିବା ଲୋକାଭିମୁଖୀ ଯୋଜନାକୁ ଘରେ ଘରେ ପହଞ୍ଚାଇ ଲୋକଙ୍କୁ ଅବଗତ କରାଇବାକୁ ଲକ୍ଷ୍ୟ ରଖାଯାଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories