www.samajalive.in
Saturday, December 6, 2025
16.1 C
Bhubaneswar

ସଙ୍ଗୀତ ଚୋରି ଅଭିଯୋଗ କଲେ ପମି ଓ ପୂର୍ଣ୍ଣଚନ୍ଦ୍ର

ସମାଜ ଡିଜିଟାଲ ଡେସ୍କ: କଣ୍ଠଶିଳ୍ପୀ ପମି ମିଶ୍ର ସାଇବର ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସଙ୍ଗୀତ ଚୋରି ନେଇ ପ୍ରଯୋଜନ ସଂସ୍ଥା ନାଁରେ ଅଭିଯୋଗ କରିଛନ୍ତି। ସାଇ ସାଗର କ୍ରିଏସନ୍‌‌ ଓ ପବିତ୍ର ଏଣ୍ଟରଟେନମେଣ୍ଟ ନାଁରେ ଏଭଳି ଅଭିଯୋଗ ଆଣିଛନ୍ତି ପମି। କଣ୍ଠଶିଳ୍ପୀ ପମି କହିଛନ୍ତି ପ୍ରତିଭା ଦାସଙ୍କ ନାମରେ ଅଭିଯୋଗ ଆଣି କହିଛନ୍ତି ସେ ଗାଇଥିବା ଗୀତକୁ ସାଇ ସାଗର କ୍ରିଏସନ୍‌‌ରେ ଅପଲୋଡ କରାଯାଇଛି। ସେ ଗାଇଥିବା ଗୀତ ‘ବୋଉ ଲୋ ବୋଉ’କୁ ପ୍ରତିଭା ଦାସ ତାଙ୍କ ନାମ ଦେଇ ଅପଲୋଡ କରିଥିବା ଅଭିଯୋଗ କରିଛନ୍ତି। ସେହିପରି ପ୍ରଯୋଜକ ପୂର୍ଣ୍ଣଚନ୍ଦ୍ର ବେହେରା ମଧ୍ୟ ତାଙ୍କ ଦୁଇଟି ଗୀତ ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories