www.samajalive.in
Saturday, December 13, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

କୌଣସି ରାସ୍ତା ଉପରେ ହେବନି ତୋରଣ.. ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ..

ଲେବାନନରେ ଥମିବନି ଧ୍ବଂସଲୀଳା.. ଅସ୍ତ୍ରବିରତି ପ୍ରସ୍ତାବ ଖାରଜ କଲା ଇସ୍ରାଏଲ..

- Advertisement -

ପାରାଦୀପ ମୁହାଣରୁ ୧୪ ମତ୍ସ୍ୟଜୀବୀ ଉଦ୍ଧାର.. ପାରାଦୀପ ମହାନଦୀ ମୁହାଣରେ ଫସିଥିଲେ ମତ୍ସ୍ୟଜୀବୀ..

ଜେଲ ଯିବେ ସଞ୍ଜୟ ରାଉତ.. ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ..

ଝାଡ଼ଖଣ୍ଡ ଛାଡ଼ିଲା ପାଣି.. ସୁବର୍ଣ୍ଣରେଖାରେ ବନ୍ୟା ଆଶଙ୍କା..

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି.. ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ବର୍ଷା ରେକର୍ଡ..

ଲଘୁଚାପ ପ୍ରଭାବ: ବର୍ଷା ଯୋଗୁଁ ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ..

ସଦସ୍ୟତା ଅଭିଯାନରେ ଜେପି ନଡ୍ଡାଙ୍କ ବକ୍ତବ୍ୟ.. ୨୦୪୭ରେ ଭାରତକୁ ବିକଶିତ କରିବା, ସମସ୍ତଙ୍କ ଯୋଗଦାନ ଜରୁରୀ.. ଆମେରିକା, ୟୁରୋପ , ଅଷ୍ଟ୍ରେଲିଆର ଅର୍ଥନୀତି ଅସ୍ଥିର ରହିଛି, କିନ୍ତୁ ଭାରତର ଅର୍ଥନୀତି କ୍ରମଶଃ ଅଗ୍ରଗତି କରୁଛି, ମୋଦୀଙ୍କ ନେତୃତ୍ଵରେ ଆମେ ଆଜି ବ୍ରିଟେନକୁ ପଛରେ ପକାଇଛୁ…

କୋଣାର୍କ ସୂର୍ଯ୍ୟ ମନ୍ଦିରର ଉତ୍ତର ପାର୍ଶ୍ବରେ ଜମିଲା ୧ ଫୁଟର ପାଣି.. ଲଗାଣ ବର୍ଷା ପରେ ପାଣି ଜମିଥିବାରୁ ହନ୍ତସନ୍ତ ପର୍ଯ୍ୟଟକ.. ପମ୍ପ ସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ ଜାରି..

ପାଣିରେ ଉବୁଟୁବୁ ମୁମ୍ବଇ.. ସ୍କୁଲ କଲେଜ ବନ୍ଦ, ରେଳ ଓ ବିମାନ ସେବା ପ୍ରଭାବିତ..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories