www.samajalive.in
Tuesday, December 9, 2025
16.1 C
Bhubaneswar

ଖୋଲିଲା ହୀରାକୁଦର ଆଉ ୨ଟି ଗେଟ୍

ଡେସ୍କ: ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ପାଇବା ଫଳରେ ହୀରାକୁଦ ଜଳଭଣ୍ଡାର ମଧ୍ୟକୁ ଅଧିକ ପରିମାଣର ଜଳ ପ୍ରବେଶ କରୁଛି। ଫଳରେ ଆଉ ୨ଟି ଗେଟ ଖୋଲାଯାଇଛି। ଗତ ସନ୍ଧ୍ୟାରେ ୨ଟି ଗେଟ ଖୋଲା ଯାଇଥିବା ବେଳେ ଏବେ ମୋଟ ୪ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି। ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୭୧ ହଜାର ୩୪୩ କ୍ୟୁସେକ ବନ୍ୟାଜଳ ପ୍ରବେଶ କରୁଛି। ଜଳଭଣ୍ଡାରର ଜଳସ୍ତର ୬୩୦ ଫୁଟ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories