www.samajalive.in
Wednesday, December 10, 2025
23.1 C
Bhubaneswar

ମଙ୍କିପକ୍ସ ନେଇ କେନ୍ଦ୍ରର ପରାମର୍ଶ – ସଚେତନ କର, ପ୍ରସ୍ତୁତ ରୁହ

ଡେସ୍କ: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକୁ ମଙ୍କିପକ୍ସ ରୋଗ ବିଷୟରେ ସଚେତନ କରିବା ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ କହିଛି। ମନ୍ତ୍ରଣାଳୟ ରାଜ୍ୟମାନଙ୍କୁ ଏକ ସର୍ଭିଲାନ୍ସ ଷ୍ଟ୍ରାଟେଜି ପ୍ରସ୍ତୁତ କରିବାକୁ ଅନୁରୋଧ କରିଛି। ଏହା ସହ ପରୀକ୍ଷା ପାଇଁ କାର୍ଯ୍ୟକ୍ଷମ ପରୀକ୍ଷାଗାରଗୁଡ଼ିକର ତାଲିକା ମଧ୍ୟ ପ୍ରଦାନ କରିଛି। ଉଭୟ ରାଜ୍ୟ ଓ ଜିଲ୍ଲା ସ୍ତରରେ ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ସମୀକ୍ଷା କରାଯିବା ସହ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ଜନସ୍ୱାସ୍ଥ୍ୟ ପ୍ରସ୍ତୁତିର ଆକଳନ କରିବାକୁ ମନ୍ତ୍ରଣାଳୟ ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛି। ଉଭୟ ସନ୍ଦିଗ୍ଧ ଏବଂ ନିଶ୍ଚିତ ମାମଲାର ପରିଚାଳନା ପାଇଁ ଡାକ୍ତରଖାନାଗୁଡ଼ିକରେ ସାଙ୍ଗରୋଧ ସୁବିଧା ଚିହ୍ନଟ କରିବା, ଏଭଳି କେନ୍ଦ୍ରଗୁଡ଼ିକରେ ଆବଶ୍ୟକ ଲଜିଷ୍ଟିକ୍ ଏବଂ ତାଲିମପ୍ରାପ୍ତ ମାନବ ସମ୍ବଳର ଉପଲବ୍ଧତା ସୁନିଶ୍ଚିତ କରିବା ଏବଂ ଏକ ଅଭିବୃଦ୍ଧି ଯୋଜନା ବିକଶିତ କରିବାକୁ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories