www.samajalive.in
Wednesday, December 10, 2025
26.1 C
Bhubaneswar

 ଏନସିସି ଛାତ୍ରୀଙ୍କ ସ୍ଵଚ୍ଛତା ସଚେତନତା 

ରାଇକିଆ -ରାଇକିଆ ସ୍ଥାନୀୟ ଏସଟି. କ୍ୟାଥରିନ୍ ବାଳିକା ବିଦ୍ୟାଳୟ ଏନସିସି ଗୃପ୍ ଛାତ୍ରୀମାନଙ୍କ ପକ୍ଷରୁ ଗୁରୁବାର ସ୍ଵଚ୍ଛତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏନସିସି ଶିକ୍ଷୟତ୍ରୀ ସୁପ୍ରଭା ନାୟକଙ୍କ ନେତ୍ବତ୍ବରେ ବିଦ୍ୟାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ମୁଖ୍ୟ ରାସ୍ତା କନଭେଣ୍ଟ୍ ମେଡିକାଲ ଛକ ପର୍ଯ୍ୟନ୍ତ ଯାଇଥିବା ବେଳେ ପରିବେଶକୁ ସ୍ଵଚ୍ଛତା ରଖିବାକୁ ସଚେତନତା ବାର୍ତ୍ତା ଦେଇଥିଲେ। ବିଭିନ୍ନ ସ୍ଥାନରେ ଥିବା ଅଳିଆ ଆବର୍ଜ୍ଜନା ସଫାସୁତୁରା କରିଥିଲେ। ଏନସିସି ଛାତ୍ରୀଙ୍କ ଏହିପରି କାର୍ଯ୍ୟକ୍ରମକୁ ଅଞ୍ଚଳବାସୀ ପ୍ରଶଂସା କରିଥିଲେ।

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories