www.samajalive.in
Tuesday, December 9, 2025
17.1 C
Bhubaneswar

କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ଗୁରୁତର

ଜି.ଉଦୟଗିରି: ଆଜି ସ୍ଥାନୀୟ ରେଞ୍ଜ ଅଫିସ୍ ସମ୍ମୁଖରେ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ୨ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ଘଟଣାସ୍ଥଳରୁ ଉଦ୍ଧାର କରାଯିବା ପରେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଖବରପାଇ ଘଟଣା ସ୍ଥଳରେ ଜି ଉଦୟଗିରି ପୁଲିସ୍ ପହଞ୍ଚି ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories