www.samajalive.in
Saturday, December 6, 2025
15.1 C
Bhubaneswar

ପ୍ରବଳ ବର୍ଷା ସମ୍ଭାବନା, ୧୩ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷାକୁ ନଜରରେ ରଖି ୩ ଘଣ୍ଟା ପାଇଁ ୧୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଭଦ୍ରକ, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଅନୁଗୁଳ, ନୟାଗଡ, ଢେଙ୍କାନାଳ, ମୟୁରଭଞ୍ଜ, ଗଞ୍ଜାମକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories