www.samajalive.in
Saturday, December 13, 2025
26.1 C
Bhubaneswar

ଆଜିଠୁ କାଜୁଆଲଟି ସେବା ବନ୍ଦ ଚେତାବନୀ; ଜିଦରେ ଅଟଳ ନର୍ସିଂ କର୍ମଚାରୀ

ସମାଜ ଡିଜିଟାଲ ଡେସ୍କ: ସରକାରଙ୍କ ଏସମା ସତ୍ୱେ ୧୦ଦଫା ଦାବିରେ ଅଟଳ ନର୍ସିଂ କର୍ମଚାରୀ ସଂଘ। ଆଜିଠାରୁ ଓଟି, ଆଇସିୟୁ ଓ କାଜୁଆଲଟି ସେବା ବନ୍ଦ ପାଇଁ ଚେତାବନୀ ଦିଆଯାଇଛି। ସରକାରଙ୍କ ଏସମା ସତ୍ୱେ ଆନ୍ଦୋଳନ କରିବା ସହ ଦୁଇ ଦିନ ହେବ ଜରୁରୀ ସେବାକୁ ବାଦ ଦେଇ ଓପିଡ଼ି ଏବଂ ୱାର୍ଡ ସେବାକୁ ସଂଘ ପକ୍ଷରୁ ବନ୍ଦ କରାଯାଇଛି। ତେବେ ଆଜିଠାରୁ ଓଟି, ଆଇସିୟୁ ଓ କାଜୁଆଲଟି ସେବା ବନ୍ଦ କରିବାକୁ କୁହାଯାଇଥିବାରୁ ରୋଗୀ ସେବା ଗୁରୁତର ପ୍ରଭାବିତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ସେପଟେ ରୋଗୀ ସେବାକୁ ଗୁରୁତ୍ୱ ଦେଇ ନର୍ସିଂ କର୍ମଚାରୀଙ୍କୁ ଆନ୍ଦୋଳନରୁ ଓହରି ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ସରକାର ନିବେଦନ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories