www.samajalive.in
Saturday, December 13, 2025
26.1 C
Bhubaneswar

‘ସୁଭଦ୍ରା’ ପାଇଁ ବଡ ଖବର ; କେବେ ମିଳିବ ଟଙ୍କା, ଆଜି ତାରିଖ କହିବେ ଉପମୁଖ୍ୟମନ୍ତ୍ରୀ!

ଭୁବନେଶ୍ୱର : ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ଶୁକ୍ରବାର ଆସିଛି ବଡ ଖବର । କେଉଁ ଦିନ ସୁଭଦ୍ରା ସହାୟତା ରାଶି ମିଳିବ ଆଜି ଆସିପାରେ ତାରିଖ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାରିଖ ଘୋଷଣା କରିପାରନ୍ତି । ୧୭ ତାରିଖ ଦିନ ‘ସୁଭଦ୍ରା’ ଯୋଜନା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେହିଦିନ ୨୫ ଲକ୍ଷରୁ ଅଧିକ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିଥିଲା । ଏବେ ଆବେଦନ ୯୨ ଲକ୍ଷ ଟପିଥିବା ବେଳେ କିସ୍ତି ଅପେକ୍ଷାରେ ହିତାଧିକାରୀ ରହିଛନ୍ତି ।

ଲାଲ କବାଟ.. ଆଉ ଥରେ ମଞ୍ଜୁଲିକା ‘ଭୁଲ୍‌ ଭୁଲୈୟା ୩’ର ଟିଜର ହେଲା ରିଲିଜ୍‌, ଦୀପାବଳିରେ କରିବ ଧମାକା..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories