www.samajalive.in
Sunday, December 14, 2025
16.1 C
Bhubaneswar

ଓଡ଼ିଶା ଲୋକ ସେବା ଆୟୋଗ ନୂଆ ଅଧ୍ୟକ୍ଷ ଅରୁଣ କୁମାର ଷଡ଼ଙ୍ଗୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ନୂଆ ଅଧ୍ୟକ୍ଷ ଭାବେ ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ନିଯୁକ୍ତି ଦିଆଯାଇଛି। ବିଜୁ ପଟ୍ଟନାୟକ ପୁଲିସ ଏକାଡେମୀର ନିର୍ଦେଶକ  ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ଓପିଏସସି ଅଧ୍ୟକ୍ଷ ଭାବେ ୬ ବର୍ଷ ପାଇଁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ୬ ବର୍ଷ ପାଇଁ ନିଯୁକ୍ତି ଦିଆଯାଇଥିବା ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories