www.samajalive.in
Sunday, December 14, 2025
23.1 C
Bhubaneswar

ଭରତପୁର ଥାନା ଘଟଣା; ଆସନ୍ତାକାଲି ଗୁଜରାଟ ଯିବ କ୍ରାଇମବ୍ରାଞ୍ଚ ଟିମ୍‌‌

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ୍‌‌ ଟେଷ୍ଟ ପାଇଁ ଆସନ୍ତାକାଲି ଗୁଜରାଟ ଯିବ କ୍ରାଇମବ୍ରାଞ୍ଚ ଟିମ୍‌‌। ନିଲମ୍ବିତ ଥାନା ଅଧିକାରୀ ଓ ଅନ୍ୟ ଚାରିଜଣ ପୁଲିସ କର୍ମଚାରୀଙ୍କୁ ନେଇ ରବିବାର ଦିନ ଗୁଜରାଟ ଅଭିମୁଖେ ଯିବ କ୍ରାଇମବ୍ରାଞ୍ଚ। ପଲିଗ୍ରାଫ ଟେଷ୍ଟ ପରେ ପୁଲିସ କେତେ ସତ କହୁଛି ତାହା ପ୍ରମାଣିତ ହେବ। ଗତ ୧୪ତାରିଖ ଦିନ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭାରତପୁର ଥାନାରେ ପୁଲିସର ଦୁର୍ବ୍ୟବହାର ଓ ନିର୍ଯାତନା ମାମଲାରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା। ଏନେଇ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories