www.samajalive.in
Sunday, December 14, 2025
16.1 C
Bhubaneswar

ନୟାଗଡ଼଼ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ସମାଜ ଡିଜିଟାଲ ଡେସ୍କ: ଶଙ୍ଖ ଭବନରେ ନୟାଗଡ଼଼ ଜିଲା ବିଜେଡିର ସମୀକ୍ଷା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ସମୀକ୍ଷା ବୈଠକରେ ଦଳୀୟ କର୍ମୀଙ୍କୁ ଗୁରୁମନ୍ତ୍ର ଦେବା ସହ ଦଳକୁ ଆହୁରି ମଜବୁତ ଓ ସକ୍ରିୟ କରିବାକୁ ପରାମର୍ଶ ଦେଇଛନ୍ତି। ତୃଣମୂଳସ୍ତରରେ ସକ୍ରିୟ ରହି ଲୋକଙ୍କ ସହ ଯୋଡି ହେବାକୁ କହିଛନ୍ତି ନବୀନ। ବିରୋଧୀ ଦଳରେ ଥିବା ସତ୍ତେ୍ୱ ଲୋକଙ୍କ ସହିତ କାମ କରିବାକୁ ରଣନୀତି ପ୍ରସ୍ତୁତ କର ଏବଂ ଲୋକଙ୍କ ସେବା ଜାରି ରଖିବାକୁ କହିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories