www.samajalive.in
Saturday, December 13, 2025
21.1 C
Bhubaneswar

ଆଇପିଏଲରେ ଭାରତୀୟ ଖେଳାଳିଙ୍କୁ ମିଳିବ ଅଧିକ ୧ କୋଟି ୫ ଲକ୍ଷ ଟଙ୍କା

ଡେସ୍କ: ଆଇପିଏଲରେ ଏଣିକି ଯେଉଁ ଭାରତୀୟ ଖେଳାଳି ଚୁକ୍ତିବଦ୍ଧ ହେବେ, ସେମାନଙ୍କୁ ପ୍ରତି ମ୍ୟାଚ୍ ପିଛା ୭.୫ ଲକ୍ଷ ଟଙ୍କାର ମ୍ୟାଚ୍ ଫି’ ମିଳିବ। ଆଜି ସାମାଜିକ ଗଣମାଧ୍ୟମ ଏକ୍ସରେ ବିସିସିଆଇ ଅଧ୍ୟକ୍ଷ ଜୟ ଶାହା ଏହି ବିଷୟ ଘୋଷଣା କରିଛନ୍ତି। ସେ କହିଛନ୍ତି, ଭାରତୀୟ କ୍ରିକେଟରମାନଙ୍କ ଉନ୍ନତ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ଏହି ଐତିହାସିକ ପଦକ୍ଷେପ ଗ୍ରହଣ କରାଯାଇଛି। ଶ୍ରୀ ଶାହା କହିଛନ୍ତି, ଗୋଟିଏ ସିଜନରେ ସମସ୍ତ ଲିଗ୍ ମ୍ୟାଚ୍ ଖେଳୁଥିବା ଜଣେ କ୍ରିକେଟରଙ୍କୁ ତାଙ୍କ ଚୁକ୍ତି ରାଶି ବ୍ୟତୀତ ୧ କୋଟି ୫ ଲକ୍ଷ ଟଙ୍କା ମିଳିବ। ପ୍ରତ୍ୟେକ ଫ୍ରାଞ୍ଚାଇଜ୍ ସିଜନ ପାଇଁ ମ୍ୟାଚ୍ ଫି’ ବାବଦରେ ୧୨.୬୦ କୋଟି ଟଙ୍କା ଆବଣ୍ଟନ କରିବେ। ଆଇପିଏଲ୍ ଏବଂ ଆମ ଖେଳାଳିଙ୍କ ପାଇଁ ଏହା ଏକ ନୂଆ ଯୁଗ ବୋଲି ଜୟ ଶାହା କହିଛନ୍ତି।

<blockquote class=”twitter-tweet”><p lang=”en” dir=”ltr”>In a historic move to celebrate consistency and champion outstanding performances in the <a href=”https://twitter.com/hashtag/IPL?src=hash&amp;ref_src=twsrc%5Etfw”>#IPL</a>, we are thrilled to introduce a match fee of INR 7.5 lakhs per game for our cricketers! A cricketer playing all league matches in a season will get Rs. 1.05 crores in addition to his…</p>&mdash; Jay Shah (@JayShah) <a href=”https://twitter.com/JayShah/status/1840027111530328372?ref_src=twsrc%5Etfw”>September 28, 2024</a></blockquote> <script async src=”https://platform.twitter.com/widgets.js” charset=”utf-8″></script>

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories