ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରାକ୍ ନିର୍ବାଚନ ଶୋଭାଯାତ୍ରାରେ ଯୋଗଦେବେ।  ୧ ତାରିଖରେ ଚାଇଁବାସାର କୋଲ୍ ହାନ୍ ଯିବେ ମୁଖ୍ୟମନ୍ତ୍ରୀ। ଝାଡ଼ଖଣ୍ଡରେ ଥିବା ଓଡ଼ିଆଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

Comments are closed.