www.samajalive.in
Tuesday, December 9, 2025
15.1 C
Bhubaneswar

ରାଜ୍ୟରେ ସ୍ୱାଭାବିକ ହେଲା ରୋଗୀସେବା

ଡେସ୍କ: ୪ ଦିନ ଧରି ଚାଲିଥିବା ନର୍ସିଂ ଆନ୍ଦୋଳନ ପ୍ରତ୍ୟାହୃତ ହେବା ପରେ ରବିବାର ଠାରୁ ରାଜ୍ୟରେ ରୋଗୀସେବା ସ୍ୱାଭାବିକ ହୋଇଛି। ଗତକାଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ସଫଳ ହେବା ପରେ ରାଜ୍ୟ ନର୍ସିଂ ସଂଘ ଆନ୍ଦୋଳନ ପ୍ରତ୍ୟାହାର କରିନେଇଛି। ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଆସନ୍ତା ୧ ମାସ ମଧ୍ୟରେ ନର୍ସିଂ ସଂଘର ଦାବି ପୂରଣ କରିବା ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତିଶୃତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।

ସୂଚନାଯୋଗ୍ୟ, ୧୦ ଦଫା ଦାବି ନେଇ ରାଜ୍ୟ ନର୍ସିଂ ସଙ୍ଘ ଆନ୍ଦୋଳନକୁ ଓହ୍ଲାଇଥିଲା। ୧୫ ହଜାର ନର୍ସିଂ କର୍ମଚାରୀ ଆନ୍ଦୋଳନରେ ସାମିଲ ହୋଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories