www.samajalive.in
Sunday, December 14, 2025
19.1 C
Bhubaneswar

ବଜ୍ରାଘାତରେ ୧ ମୃତ,୨ ଗୁରୁତର ଆହତ

ମାଲକାନଗିରି : ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକର କଦମଗୁଡା ଗ୍ରାମ ପଞ୍ଚାୟତର ତଲଗୌଡ଼ପୁଟ ଗ୍ରାମରେ ବଜ୍ରାଘାତରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।  ତଲଗୌଡ଼ପୁଟ ଗ୍ରାମର  ନବମ ଶ୍ରେଣୀର ଛାତ୍ର ବାବୁଲି ପୂଜାରୀ (୧୪)ର  ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରମଣି ପୂଜାରୀ( ୬୦) ଓ ପୂର୍ଣ୍ଣିମା ପଜାରୀ( ୧୫) ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories