www.samajalive.in
Sunday, December 7, 2025
23.1 C
Bhubaneswar

ବସ୍-ଟ୍ରକ୍ ଧକ୍କା: ଜଣେ ମୃତ, ୨୦ ଆହତ

ଯାଜପୁର: ଯାଜପୁର ଏନଏଚ୍ ୧୬ ଜାରକା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଜି ସକାଳୁ ଏକ ଟ୍ରକ ଏବଂ ମୁହାଁମୁହିଁ ଧକ୍କା ହୋଇଚନ୍ତି। ,ଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡିଛି। ଦୁଇ ଗୁରୁତରଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ ଆଜି ସକାଳେ ରାଜା ନାମକ ଏକ ଘରୋଇ ବସ୍ ବାରିପଦାରୁ ଭୁବନେଶ୍ଵର ଆସୁଥିଲା। ଏହି ସମୟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ୨୦ ଜଣ ଆହତ ହୋଇଥିବା ଜଣାପଡିଛି। ପରେ ଖବର ପାଇ ପୁଲିସ୍ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories