www.samajalive.in
Saturday, December 6, 2025
15.1 C
Bhubaneswar

ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ସିନେମାରେ ବିଶିଷ୍ଟ ଅବଦାନ ପାଇଁ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ସମାରୋହରେ ମିଥୁନଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ମିଥୁନଙ୍କ ୪୮ବର୍ଷ ଫିଲ୍ମ କ୍ୟାରିୟରରେ ୩୫୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ହିନ୍ଦୀ, ବଙ୍ଗାଳୀ, ଓଡ଼ିଆ, ଭୋଜପୁରୀ ସହ ଦକ୍ଷିଣ ଭାରତୀୟ ଫିଲ୍ମରେ ସେ ଅଭିନୟ କରିଛନ୍ତି। ଭାରତୀୟ ସିନେମାର ସର୍ବୋଚ୍ଚ ପୁରସ୍କାର ହେଉଛି ଦାଦା ସାହେବ ଫାଲକେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories