www.samajalive.in
Monday, December 8, 2025
27.1 C
Bhubaneswar

ଝାଡାବାନ୍ତିରେ ୨ ମୃତ; ୧୭ ଆକ୍ରାନ୍ତ

ବିନିକା : ଝାଡାବାନ୍ତିରେ ୨ ପରିବାରର ୨ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୋମବାର ଅଭିଯୋଗ ହୋଇଛି । ଏହି ଅଭାବନୀୟ ଘଟଣା ମେଘଲା ଗାଁରେ ଘଟିଛି। ଗାଁରେ ଝାଡାବାନ୍ତି ବ୍ୟାପିଥିବା ସହ ଏଥିରେ ଆହୁରି ୧୭ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ଗାଁରେ ଡାକ୍ତରୀ ଦଳ ପହଞ୍ଚି ଚିକିତ୍ସା ଆରମ୍ଭ କରିଥିବା ବେଳେ ପାଣି ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛି ପ୍ରଶାସନ।

ଦେଖନ୍ତୁ ଭିଡିଓ ; ହାତୀ ସାମ୍ନାରେ ଯାଉଥିଲେ, ଓଲଟିଗଲା ଅଟୋ, ଦୌଡିଲେ ଲୋକେ..

- Advertisement -

 

Hot this week

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

Related Articles

Popular Categories